Judges 8:9 — Compare Translations
5 translations compared side by side
Odia - 1840
"ତେଣୁ ଗିଦ୍ଦିୟୋନ ପନୂଯଲରେ ଲୋକମାନଙ୍କୁ କହିଲେ, ମୁ କକ୍ସ୍ଟଶଳ ରେ ଫରେି ଆସିଲେ, ତୁମ୍ଭର ଉଚ୍ଚ ପ୍ରାସାଦ ଭାଙ୍ଗିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗିଦିୟୋନ ପନୂୟେଲର ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ, ତୁମ୍ଭର ଉଚ୍ଚ ପ୍ରାସାଦ ଭାଙ୍ଗିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।