Judges 9:1 — Compare Translations

5 translations compared side by side

Odia - 1840
"ଅବୀମଲେକ୍ ଥିଲା ୟିରକ୍ସ୍ଟଦ୍ଦାଲର ପକ୍ସ୍ଟତ୍ର। ଶିଖିମ ରେ ଥିବା ନିଜର ମାମୁ ମାନଙ୍କୁ ଦେଖିବାକକ୍ସ୍ଟ ଗଲା। ସେ ତାଙ୍କର ମାମୁ ମାନଙ୍କୁ ଏବଂ ତା'ର ମାଆର ସମସ୍ତ ପରିବାରକକ୍ସ୍ଟ କହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ଯିରୁବ୍ବାଲ୍ର ପୁତ୍ର ଅବୀମେଲକ୍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକ୍ ରାଜା ହେଲେ ଅବୀମେଲକ୍ ଥିଲା ଯିରୁବ୍ବା‌ଲ୍‌ର ପୁତ୍ର। ଶିଖିମରେ ଥିବା ନିଜର ମାମୁଁମାନଙ୍କୁ ଦେଖିବାକୁ ଗଲା। ସେ ତାଙ୍କର ମାମୁଁମାନଙ୍କୁ ଏବଂ ତା’ର ମାର ସମସ୍ତ ପରିବାରକୁ କହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରୁବ୍ବାଲ୍‍ର ପୁତ୍ର ଅବୀମେଲକ୍‍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;
Odia IRV 2017 (ଓଡିଆ ବାଇବେଲ)
ଏଥି ଉତ୍ତାରୁ ଯିରୁବ୍ବାଲ୍‍ର ପୁତ୍ର ଅବୀମେଲକ୍‍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;