Judges 9:10 — Compare Translations
5 translations compared side by side
Odia - 1840
"ତେଣୁ ବୃକ୍ଷମାନେ ଡିମ୍ବିରି ବୃକ୍ଷକକ୍ସ୍ଟ କହିଲେ, ତୁମ୍ଭେ ଆସ ଆମ୍ଭମାନଙ୍କ ଉପରେ ରାଜତ୍ବ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବୃକ୍ଷମାନେ ଡିମିରି ବୃକ୍ଷକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ଵ କର ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ‘ତୁମ୍ଭେ ଆସ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
Odia IRV 2017 (ଓଡିଆ ବାଇବେଲ)
ତହୁଁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।