Judges 9:12 — Compare Translations
5 translations compared side by side
Odia - 1840
"ଏହାପରେ ବୃକ୍ଷମାନେ ଦ୍ରାକ୍ଷାଲତାକକ୍ସ୍ଟ କହିଲେ, ତୁମ୍ଭେ ଆସ ଆମ୍ଭମାନଙ୍କର ଉପରେ ରାଜତ୍ବ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ଵ କର ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ‘ତୁମ୍ଭେ ଆସ ଆମ୍ଭମାନଙ୍କର ଉପରେ ରାଜତ୍ୱ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।