Judges 9:13 — Compare Translations

5 translations compared side by side

Odia - 1840
"କିନ୍ତୁ ଦ୍ରାକ୍ଷାଲତା ସମାନଙ୍କେୁ ଉତ୍ତର ରେ କହିଲା, କବଳେ ତୁମ୍ଭମାନଙ୍କ ଉପରେ ଶାସନ କରିବାକୁ ମୁ ଦ୍ରାକ୍ଷାରସ ଉତ୍ପନ୍ନ କରିବା ବନ୍ଦ କରି ଦବେି କି?, ଯେଉଁଗକ୍ସ୍ଟଡିକ ଦବେତାଗଣଙ୍କକ୍ସ୍ଟ ଓ ଲୋକମାନଙ୍କୁ ଖକ୍ସ୍ଟସି କରେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ଵରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଦ୍ରାକ୍ଷାଲତା ସେମାନଙ୍କୁ ଉତ୍ତରରେ କହିଲା, ‘କେବଳ ତୁମ୍ଭମାନଙ୍କ ଉପରେ ଶାସନ କରିବାକୁ ମୁଁ ଦ୍ରାକ୍ଷାରସ ଉତ୍ପନ୍ନ କରିବା ବନ୍ଦ କରି ଦେବି କି?, ଯେଉଁଗୁଡ଼ିକ ଦେବତାଗଣଙ୍କୁ ଓ ଲୋକମାନଙ୍କୁ ଖୁସୀ କରେ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?