Judges 9:15 — Compare Translations
5 translations compared side by side
Odia - 1840
"କିନ୍ତୁ କଣ୍ଟକ ବୃକ୍ଷ ସମାନଙ୍କେୁ କହିଲା, ବାସ୍ତବ ରେ ତୁମ୍ଭମାନେେ ଯଦି ମାେତେ ତୁମ୍ଭମାନଙ୍କର ଶାସକ ପାଇଁ ଗ୍ଭହକ୍ସ୍ଟଁଛ, ତବେେ ଆସ ମାରେ ଛାଇ ରେ ବିଶ୍ରାମ ନିଅ। ନଚେତ୍ କଣ୍ଟକ ଲତାରକ୍ସ୍ଟ ଅଗ୍ନି ବାହାରି ଲିବା ନୋନ୍ର ଏରସ ବୃକ୍ଷଗୁଡିକୁ ଗ୍ରାସ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ନିତା; ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ କଣ୍ଟକ ବୃକ୍ଷ ସେମାନଙ୍କୁ କହିଲା, ‘ବାସ୍ତବରେ ତୁମ୍ଭେମାନେ ଯଦି ମୋତେ ତୁମ୍ଭମାନଙ୍କର ଶାସକ ହେବା ପାଇଁ ଗ୍ଭହୁଁଛ, ତେବେ ଆସ ମୋର ଛାଇରେ ବିଶ୍ରାମ ନିଅ। ନଚେତ୍ କଣ୍ଟକ ଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷଗୁଡ଼ିକୁ ଗ୍ରାସ କରୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ‘ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।