Judges 9:16 — Compare Translations

5 translations compared side by side

Odia - 1840
"ଯଦି ବାସ୍ତବ ରେ ତୁମ୍ଭମାନେେ ଅବୀମଲକେକକ୍ସ୍ଟ ରାଜା କରିବା ରେ ସାଧକ୍ସ୍ଟତା ଅବଲମ୍ବନ କରିଥାଅ ଓ ଏହା କରିବା ଦ୍ବାରା ତୁମ୍ଭମାନେେ ଓ ୟିରକ୍ସ୍ଟଦ୍ଦାଲ୍ ଓ ତା'ର ପରିବାର ପ୍ରତି ନିରପେକ୍ଷ ଦଖାଇେଥାଅ ଏବଂ ଯଦି ସମାନଙ୍କେ ପ୍ରାପ୍ଯ ଅନକ୍ସ୍ଟସା ରେ ବ୍ଯବହାର କରିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭେମାନେ ଅବୀମେଲକ୍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ବାସ୍ତବରେ ତୁମ୍ଭେମାନେ ଅବୀମେଲକକୁ ରାଜା କରିବାରେ ସାଧୁତା ଅବଲମ୍ବନ କରିଥାଅ ଓ ଏହା କରିବା ଦ୍ୱାରା ତୁମ୍ଭେମାନେ ଓ ଯିରୁବ୍ବାଲ୍ ଓ ତା’ର ପରିବାର ପ୍ରତି ନିରପେକ୍ଷ ଦେଖାଇଥାଅ ଏବଂ ଯଦି ସେମାନଙ୍କ ପ୍ରାପ୍ୟ ଅନୁସାରେ ବ୍ୟବହାର କରିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭେମାନେ ଅବୀମେଲକ୍‍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍‍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭେମାନେ ଅବୀମେଲକ୍‍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍‍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);