Judges 9:17 — Compare Translations
5 translations compared side by side
Odia - 1840
"ତା'ପରେ ସହେି ବିଷଯ ରେ ଚିନ୍ତାକର, ମାରେ ପିତା ତୁମ୍ଭମାନଙ୍କ ପାଇଁ ଯାହା କରିଥିଲେ। ମାରେ ପିତା ତୁମ୍ଭମାନଙ୍କ ପାଇଁ ୟକ୍ସ୍ଟଦ୍ଧ କରିଥିଲେ। ସେ ତା ଜୀବନକକ୍ସ୍ଟ ବାଜି ଲଗାଇ ମିଦିଯନର ହସ୍ତରକ୍ସ୍ଟ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦିୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ବିଷୟରେ ଚିନ୍ତାକର, ମୋର ପିତା ତୁମ୍ଭମାନଙ୍କ ପାଇଁ ଯାହା କରିଥିଲେ। ମୋର ପିତା ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ। ସେ ତା’ ଜୀବନକୁ ବାଜି ଲଗାଇ ମିଦିୟନୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;
Odia IRV 2017 (ଓଡିଆ ବାଇବେଲ)
କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;