Judges 9:18 — Compare Translations
5 translations compared side by side
Odia - 1840
"କିନ୍ତୁ ବର୍ତ୍ତମାନ ତୁମ୍ଭମାନେେ ମାରେ ପିତାଙ୍କର ପରିବାର ବିରକ୍ସ୍ଟଦ୍ଧ ରେ ବିଦ୍ରୋହ କଲ। ତୁମ୍ଭେ ତାଙ୍କର ସତକ୍ସ୍ଟରି ପକ୍ସ୍ଟତ୍ରଙ୍କକ୍ସ୍ଟ ଗୋଟିଏ ପଥର ରେ ହତ୍ଯା କଲ। ତୁମ୍ଭମାନେେ ଅବୀମଲକେକକ୍ସ୍ଟ ଶିଖିମ ଉପରେ ତୁମ୍ଭମାନଙ୍କର ରାଜା କରିଅଛ, ସେ ତୁମ୍ଭମାନଙ୍କର ସଐର୍କୀଯ। ସେ ହେଉଛି ମାରେପିତାଙ୍କର ଦାସୀ ପକ୍ସ୍ଟତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ମୋର ପିତାଙ୍କର ପରିବାର ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେ ତାଙ୍କର ସତୁରି ପୁତ୍ରଙ୍କୁ ଗୋଟିଏ ପଥରରେ ହତ୍ୟା କଲ। ତୁମ୍ଭେମାନେ ଅବୀମେଲକକୁ ଶିଖିମ ଉପରେ ତୁମ୍ଭମାନଙ୍କର ରାଜା କରିଅଛ, ସେ ତୁମ୍ଭମାନଙ୍କର ସମ୍ପର୍କୀୟ। ସେ ହେଉଛି ମୋର ପିତାଙ୍କର ଦାସୀ ପୁତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।