Judges 9:19 — Compare Translations

5 translations compared side by side

Odia - 1840
"ତେଣୁ ଯଦି ତୁମ୍ଭେ ଆଜି ୟିରକ୍ସ୍ଟଦ୍ଦାଲ ଓ ତାହାର ପରିବାର ଉପରେ ସତ୍ଯ ଓ ସରଳ ବ୍ଯବହାର କରିଅଛ, ତବେେ ଅବୀମଲକେକକ୍ସ୍ଟ ନଇେ ଆନନ୍ଦ କର ଓ ସେ ମଧ୍ଯ ତୁମ୍ଭମାନଙ୍କୁ ଦଇେ ଆନନ୍ଦ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯଦି ତୁମ୍ଭେ ଆଜି ଯିରୁବ୍ବାଲ୍ ଓ ତାହାର ପରିବାର ଉପରେ ସତ୍ୟ ଓ ସରଳ ବ୍ୟବହାର କରିଅଛ, ତେବେ ଅବୀମେଲକକୁ ନେଇ ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ନେଇ ଆନନ୍ଦ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍‍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍‍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍‍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍‍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।