Judges 9:2 — Compare Translations

5 translations compared side by side

Odia - 1840
"ଶିଖିମ୍ ପ୍ରଚୀନମାନଙ୍କୁ ପଗ୍ଭର: 'ଯଦି ୟିରକ୍ସ୍ଟଦ୍ଦାଲ୍ର ସତକ୍ସ୍ଟରି ପକ୍ସ୍ଟତ୍ର ୟାକ ତକ୍ସ୍ଟମ୍ଭ ଉପରେ ଶାସନ କରନ୍ତି କିମ୍ବା ଯଦି ଜଣେ ମାତ୍ର ପକ୍ସ୍ଟତ୍ର ଶାସନ କଲେ, ତକ୍ସ୍ଟମ୍ଭ ପାଇଁ ଭଲ ହବେ କି? ମନରେଖ ମୁ ତୁମ୍ଭମାନଙ୍କର ରକ୍ତ ସଐର୍କୀଯ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
“ଶିଖିମ୍ ପ୍ରାଚୀନମାନଙ୍କୁ ପଗ୍ଭର: ‘ଯିରୁବ୍ବା‌ଲ୍‌ର ସତୁରି ପୁତ୍ରଯାକ ତୁମ୍ଭ ଉପରେ ଶାସନ କରନ୍ତୁ ନା ଜଣେ ମାତ୍ର ପୁତ୍ର ଶାସନ କରନ୍ତୁ, କେଉଁଟା ତୁମ୍ଭ ପାଇଁ ଭଲ ହେବ? ମନେରଖ ମୁଁ ତୁମ୍ଭମାନଙ୍କର ରକ୍ତ ସମ୍ପର୍କୀୟ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ‘ତୁମ୍ଭମାନଙ୍କ ପକ୍ଷରେ କି ଭଲ?’ ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।