Judges 9:20 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ତୁମ୍ଭମାନେେ ଏହା କରିନାହଁ, ତବେେ ଅବୀମଲକଠାେରକ୍ସ୍ଟ ଅଗ୍ନି ବାହାରି ଶିଖିମ ନତେୃବର୍ଗଙ୍କକ୍ସ୍ଟ ଓ ମିଲ୍ଲୋ ନିବାସୀମାନଙ୍କୁ ଓ ମିଲ୍ଲୋ ଗୃହକକ୍ସ୍ଟ ଦଗ୍ଧ କରୁ। ପକ୍ସ୍ଟଣି ଶିଖିମ୍ ନିବାସୀ ଲୋକଗଣଠାରକ୍ସ୍ଟ ଓ ମିଲ୍ଲୋ ନିବାସୀମାନଙ୍କ ଠାରକ୍ସ୍ଟ ଅଗ୍ନି ବାହାରି ଅବୀମଲକେକକ୍ସ୍ଟ ଗ୍ରାସ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେମାନେ ଏହା କରି ନାହଁ, ତେବେ ଅବୀମେଲକଠାରୁ ଅଗ୍ନି ବାହାରି ଶିଖିମ ନେତୃବର୍ଗଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଓ ମିଲ୍ଲୋ ଗୃହକୁ ଦଗ୍ଧ କରୁ। ପୁଣି ଶିଖିମ୍ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକକୁ ଗ୍ରାସ କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ।