Judges 9:21 — Compare Translations

5 translations compared side by side

Odia - 1840
"ଏହାପରେ ଯୋଥମ୍ ବରେ ନାମକ ସହରକକ୍ସ୍ଟ ଶିଘ୍ର ପଳାଇଲା। ଯୋନାଥନ ସଠାେରେ ରହିଲା କାରଣ ସେ ଅବୀମଲକଙ୍କେକ୍ସ୍ଟ ଭୟ କରୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଥମ୍ ବେର ନାମକ ସହରକୁ ଶୀଘ୍ର ପଳାଇଲା। ଯୋଥମ୍ ସେଠାରେ ରହିଲା କାରଣ ସେ ଅବୀମେଲକକୁ ଭୟ କରୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋଥମ୍‍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍‍ ଭୟରେ ବେରରେ ଯାଇ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଯୋଥମ୍‍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍‍ ଭୟରେ ବେରରେ ଯାଇ ବାସ କଲା।