Judges 9:22 — Compare Translations
5 translations compared side by side
Odia - 1840
"ଅବୀମଲକେ ଇଶ୍ରାୟେଲ ଉପରେ ତିନିବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବୀମେଲକ୍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକ୍ ଶିଖିମମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଅବୀମେଲକ୍ ଇସ୍ରାଏଲ ଉପରେ ତିନି ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବୀମେଲକ୍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବୀମେଲକ୍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା।