Judges 9:23 — Compare Translations
5 translations compared side by side
Odia - 1840
"ଅବୀମଲକେ ୟିରକ୍ସ୍ଟଦ୍ଦାଲଙ୍କର ସତକ୍ସ୍ଟରି ଜଣ ପକ୍ସ୍ଟତ୍ରଙ୍କକ୍ସ୍ଟ ହତ୍ଯା କଲେ, ଯେଉଁମାନେ ତାଙ୍କର ନିଜର ଭାଇ ଥିଲେ। ଶିଖିମର ନତେୃବର୍ଗ ଇଶ୍ରାୟେଲର ଭୂଲ କାର୍ୟ୍ଯ କରିବା ରେ ସମର୍ଥନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିରୁବ୍ବାଲ୍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଯେପରି ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍, ତାହା ଉପରେ ଓ ଭ୍ରାତୃବଧରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଗଣ ଉପରେ ସେହି ରକ୍ତପାତର ଅପରାଧ ଯେପରି ବର୍ତ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକ୍ ଯିରୁବ୍ବାଲ୍ଙ୍କର ସତୁରି ଜଣ ପୁତ୍ରଙ୍କୁ ହତ୍ୟା କଲେ, ଯେଉଁମାନେ ତାଙ୍କର ନିଜର ଭାଇ ଥିଲେ। ଶିଖିମର ନେତୃବର୍ଗ ଇସ୍ରାଏଲର ଭୁଲ୍ କାର୍ଯ୍ୟ କରିବାରେ ସମର୍ଥନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଅବୀମେଲକ୍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍ ପ୍ରତି ବିଶ୍ୱାସଘାତକତା କଲେ,
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଅବୀମେଲକ୍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍ ପ୍ରତି ବିଶ୍ୱାସଘାତକତା କଲେ,