Judges 9:25 — Compare Translations
5 translations compared side by side
Odia - 1840
"ଶିଖିମର ନତେୃବର୍ଗମାନେ ପର୍ବତ ଶୃଙ୍ଗ ଉପରେ ଗକ୍ସ୍ଟଲ୍ଗ ସୈନ୍ଯ ଛାଉଣୀ ନିର୍ମାଣ କଲେ। ସମାନେେ ସହେି ବାଟ ଦଇେ ଯାଉଥିବା ସମସ୍ତଙ୍କକ୍ସ୍ଟ ଲକ୍ସ୍ଟଟ୍ କଲେ। ଅବୀମଲକେ ଏହି ସମସ୍ତ ସମ୍ବାଦ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହା ସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍ ତହିଁର ସମ୍ଵାଦ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶିଖିମର ନେତୃବର୍ଗମାନେ ପର୍ବତ ଶୃଙ୍ଗ ଉପରେ ଗୁପ୍ତ ସୈନ୍ୟ ଛାଉଣି ନିର୍ମାଣ କଲେ। ସେମାନେ ସେହି ବାଟ ଦେଇ ଯାଉଥିବା ସମସ୍ତଙ୍କୁ ଲୁଟ୍ କଲେ। ଅବୀମେଲକ୍ ଏହି ସମସ୍ତ ସମ୍ବାଦ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହାସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍ ତହିଁର ସମ୍ବାଦ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହା ସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍ ତହିଁର ସମ୍ବାଦ ପାଇଲା।