Judges 9:26 — Compare Translations
5 translations compared side by side
Odia - 1840
"ଏବଦର ପକ୍ସ୍ଟତ୍ର ଗାଲ୍ ନିଜର ଭାଇମାନଙ୍କୁ ସାଙ୍ଗ ରେ ନଇେ ଶିଖିମକକ୍ସ୍ଟ ଗଲା। ଶିଖିମର ନତେୃବର୍ଗମାନେ ତାଙ୍କ ଉପରେ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏବଦର ପୁତ୍ର ଗାଲ୍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଦର ପୁତ୍ର ଗାଲ୍ ନିଜର ଭାଇମାନଙ୍କୁ ସାଙ୍ଗରେ ନେଇ ଶିଖିମକୁ ଗଲା। ଶିଖିମର ନେତୃବର୍ଗମାନେ ତାଙ୍କ ଉପରେ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏବଦର ପୁତ୍ର ଗାଲ୍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏବଦର ପୁତ୍ର ଗାଲ୍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।