Judges 9:27 — Compare Translations
5 translations compared side by side
Odia - 1840
"ଶିଖିମର ଲୋକମାନେ ସମାନଙ୍କେର ନିଜ କ୍ଷତରେକ୍ସ୍ଟ ଦ୍ରାକ୍ଷାଫଳ ତୋଳିଲେ। ଦ୍ରାକ୍ଷାରସ ତିଆରି କରିବାକୁ ସମାନେେ ଦ୍ରାକ୍ଷାଫଳକକ୍ସ୍ଟ ସମାନେେ ଚିପକ୍ସ୍ଟଡିଲେ। ତା'ପରେ ସମାନେେ ସମାନଙ୍କେ ଦବେତାଙ୍କର ମନ୍ଦିରକକ୍ସ୍ଟ ଉତ୍ସବ ପାଳନ କରିବାକୁ ଗଲେ। ସଠାେରେ ସମାନେେ ନୈଶ ଭୋଜନ ଓ ପାନ କଲେ ଓ ଅବୀମଲକେକକ୍ସ୍ଟ ଶାପ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ କ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିଖିମର ଲୋକମାନେ ସେମାନଙ୍କର ନିଜ କ୍ଷେତ୍ରରୁ ଦ୍ରାକ୍ଷାଫଳ ତୋଳିଲେ। ଦ୍ରାକ୍ଷାରସ ତିଆରି କରିବାକୁ ଦ୍ରାକ୍ଷାଫଳକୁ ସେମାନେ ଚିପୁଡ଼ିଲେ। ତା’ପରେ ସେମାନେ ସେମାନଙ୍କ ଦେବତାଙ୍କର ମନ୍ଦିରକୁ ଉତ୍ସବ ପାଳନ କରିବାକୁ ଗଲେ। ସେଠାରେ ସେମାନେ ନୈଶ ଭୋଜନ ଓ ପାନ କଲେ ଓ ଅବୀମେଲକକୁ ଶାପ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ।