Judges 9:28 — Compare Translations
5 translations compared side by side
Odia - 1840
"ଏଥି ରେ ଏବଦର ପକ୍ସ୍ଟତ୍ର ଗାଲ୍ କହିଲା, ଆମ୍ଭେ ହେଉଛକ୍ସ୍ଟ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମଲକେକକ୍ସ୍ଟ ମାନିବକ୍ସ୍ଟ? ସେ କିଏ? ଆମେ କାହିଁକି ତାକକ୍ସ୍ଟ ମାନିବା? ଏହା ସତ୍ଯ ଅବୀମଲେକ୍ ହଇେଛି ୟିରକ୍ସ୍ଟଦ୍ଦାଲ୍ର ପକ୍ସ୍ଟତ୍ର, ନକ୍ସ୍ଟ ହେଁ କି? ଏବଂ ଅବୀମଲେକ୍ ସବୂଲୂକକ୍ସ୍ଟ ତା'ର ଅଧିକାରୀ କଲା, ନକ୍ସ୍ଟ ହେଁ କି? ଆମ୍ଭେ ଶିଖିମର ପିତା ହ ମାରେର ଲୋକମାନଙ୍କର ସବୋ କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମଲକରେ ସବୋ କରିବକ୍ସ୍ଟ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏବଦର ପୁତ୍ର ଗାଲ୍ କହିଲା, ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ? ଓ ସବୂଲ୍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କିହେତୁ ଆମ୍ଭେମାନେ ତାହାର ସେବା କରିବୁ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଏବଦର ପୁତ୍ର ଗାଲ୍ କହିଲା, “ଆମ୍ଭେ ହେଉଛୁ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମେଲକକୁ ମାନିବୁ? ସେ କିଏ? ଆମେ କାହିଁକି ତାକୁ ମାନିବା? ଏହା ସତ୍ୟ ଅବୀମେଲକ୍ ହେଇଛି ଯିରୁବ୍ବାଲ୍ର ପୁତ୍ର, ନୁହେଁ କି? ଏବଂ ଅବୀମେଲକ୍ ସବୂଲକୁ ତା’ର ଅଧିକାରୀ କଲା, ନୁହେଁ କି? ଆମ୍ଭେ ଶିଖିମର ପିତା ହମୋରର ଲୋକମାନଙ୍କର ସେବା କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମେଲକର ସେବା କରିବୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏବଦର ପୁତ୍ର ଗାଲ୍ କହିଲା, “ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ? ଓ ସବୂଲ୍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏବଦର ପୁତ୍ର ଗାଲ୍ କହିଲା, ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ? ଓ ସବୂଲ୍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ?