Judges 9:29 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯଦି ମାେତେ ତୁମ୍ଭର ଆଦେଶକାରୀ କର, ମୁ ଅବୀମଲକଠାେରକ୍ସ୍ଟ ମକ୍ସ୍ଟକ୍ତି ପାଇୟାନ୍ତି। ମୁ ତାଙ୍କୁ କହନ୍ତି, 'ତକ୍ସ୍ଟମେ ତୁମ୍ଭର ସୈନ୍ଯକକ୍ସ୍ଟ ପ୍ରସ୍ତକ୍ସ୍ଟତ କର ଏବଂ ୟକ୍ସ୍ଟଦ୍ଧ କରିବାକୁ ବାହାରି ଆସ। '"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ମୋତେ ତୁମ୍ଭର ଆଦେଶକାରୀ କର, ମୁଁ ଅବୀମେଲକକୁ ବିନଷ୍ଟ କରିଥା’ନ୍ତି। ମୁଁ ତାଙ୍କୁ କହନ୍ତି, ‘ତୁମେ ତୁମ୍ଭର ସୈନ୍ୟକୁ ପ୍ରସ୍ତୁତ କର ଏବଂ ଯୁଦ୍ଧ କରିବାକୁ ବାହାରି ଆସ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ।” ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, “ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।”
Odia IRV 2017 (ଓଡିଆ ବାଇବେଲ)
ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।