Judges 9:3 — Compare Translations

5 translations compared side by side

Odia - 1840
"ତାଙ୍କ ମାତାର ଭାଇମାନେ ଶିଖିମର ଲୋକମାନଙ୍କୁ ଏକଥା ଜଣାଇଲା ପରେ ତାଙ୍କ ପକ୍ଷ ରେ ଏସବୁ କଥା କହନ୍ତେ ଅବୀମଲକରେ ପାଶ୍ଚାତ୍ଗାମି ହବୋକକ୍ସ୍ଟ ସମାନେେ ସମ୍ମତି ପ୍ରଦାନ କଲେ। କାରଣ ସମାନେେ କହିଲେ, ଯାହା ହେଲେ ବି ସେ ଆମର ଭାଇ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍ର ପଶ୍ଚାଦ୍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ମାତାର ଭାଇମାନେ ଶିଖିମର ଲୋକମାନଙ୍କୁ ଏ କଥା ଜଣାଇଲା ପରେ ତାଙ୍କ ପକ୍ଷରେ ଏସବୁ କଥା କହନ୍ତେ ଅବୀମେଲକର ପଶ୍ଚା‌‌ଦ୍‌ଗାମୀ ହେବାକୁ ସେମାନେ ସମ୍ମତି ପ୍ରଦାନ କଲେ। କାରଣ ସେମାନେ କହିଲେ, “ଯାହା ହେଲେ ବି ସେ ଆମ୍ଭର ଭାଇ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।