Judges 9:30 — Compare Translations

5 translations compared side by side

Odia - 1840
"ସବୂଲ୍ ଥିଲା ଶିଖମ୍ ନଗରର ନେତା। ସବୂଲ୍ ଜାଣିବାକକ୍ସ୍ଟ ପାଇଲା ଯେ, ଏବଦର ପକ୍ସ୍ଟତ୍ର ଗାଲ ଯାହା କହିଥିଲା ଏବଂ ଏକଥା ରେ ସେ କୋର୍ଧାନ୍ବିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଦର ପୁତ୍ର ଗାଲ୍ର ଏ କଥା ନଗରର ଅଧିପତି ସବୂଲ୍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସବୂଲ୍ ଥିଲା ଶିଖିମ ନଗରର ନେତା। ସବୂଲ୍ ଜାଣିବାକୁ ପାଇଲା ଯେ, ଏବଦର ପୁତ୍ର ଗାଲ୍ ଯାହା କହିଥିଲା ଏବଂ ଏ କଥାରେ ସେ କ୍ରୋଧାନ୍ୱିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଦର ପୁତ୍ର ଗାଲ୍‍ର ଏ କଥା ନଗରର ଅଧିପତି ସବୂଲ୍‍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏବଦର ପୁତ୍ର ଗାଲ୍‍ର ଏ କଥା ନଗରର ଅଧିପତି ସବୂଲ୍‍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।