Judges 9:31 — Compare Translations

5 translations compared side by side

Odia - 1840
"ସବୂଲ ଅରକ୍ସ୍ଟମାହ ରେ ଅବୀମଲକେ ନିକଟକକ୍ସ୍ଟ ଦୂତ ପଠାଇଲେ ଏବଂ ସମାନେେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଛଳରେ ଅବୀମେଲକ୍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, ଦେଖ, ଏବଦର ପୁତ୍ର ଗାଲ୍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସବୂଲ୍ ଅରୁମାହରେ ଅବୀମେଲକ୍ ନିକଟକୁ ଦୂତ ପଠାଇଲେ ଏବଂ ସେମାନେ କହିଲେ, “ଏବଦର ପୁତ୍ର ଗାଲ୍ ଓ ତାହାର ଭାଇମାନେ ଶିଖିମକୁ ଆସିଛନ୍ତି। ସେମାନେ ସମସ୍ତ ସହରକୁ ତୁମ୍ଭ ବିରୁଦ୍ଧରେ ଯିବା ପାଇଁ ପ୍ରବର୍ତ୍ତାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଛଳରେ ଅବୀମେଲକ୍‍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, “ଦେଖ, ଏବଦର ପୁତ୍ର ଗାଲ୍‍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଛଳରେ ଅବୀମେଲକ୍‍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, ଦେଖ, ଏବଦର ପୁତ୍ର ଗାଲ୍‍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି।