Judges 9:32 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭେ ଓ ତୁମ୍ଭର ଲୋକମାନେ ରାତ୍ରି ସମୟରେ ଆସ ଓ ସହରର ବାହାର କ୍ଷତେ ରେ ଲକ୍ସ୍ଟଚି ରକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଲୋକମାନେ ରାତ୍ରିରେ ଉଠି କ୍ଷେତ୍ରରେ ଛକି ବସ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଓ ତୁମ୍ଭର ଲୋକମାନେ ରାତ୍ରି ସମୟରେ ଆସ ଓ ସହରର ବାହାର କ୍ଷେତରେ ଲୁଚି ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଲୋକମାନେ ରାତ୍ରିରେ ଉଠି କ୍ଷେତ୍ରରେ ଛକି ବସ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଲୋକମାନେ ରାତ୍ରିରେ ଉଠି କ୍ଷେତ୍ରରେ ଛକି ବସ।