Judges 9:33 — Compare Translations
5 translations compared side by side
Odia - 1840
"ଏହାପରେ ଯେତବେେଳେ ପ୍ରଭାତ ହବେ, ନଗରକକ୍ସ୍ଟ ଆକ୍ରମଣ କର। ସେ ଓ ତା'ର ଲୋକମାନଙ୍କ ସହିତ ଯେତବେେଳେ ବାହାରି ଆ ସେ, ତକ୍ସ୍ଟମ୍ଭ ଦ୍ବାରା ଯେପରି ହବେ ସହେିପରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସକାଳେ ସୂର୍ଯ୍ୟୋଦୟ ହେବା ମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ଵାରା ଯେପରି ହେବ, ସେପରି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯେତେବେଳେ ପ୍ରଭାତ ହେବ, ନଗରକୁ ଆକ୍ରମଣ କର। ଗାଲ୍ ତା’ର ଲୋକମାନଙ୍କ ସହିତ ଯେତେବେଳେ ବାହାରି ଆସେ, ତୁମ୍ଭ ଦ୍ୱାରା ଯେପରି ହେବ ସେହିପରି କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସକାଳେ ସୂର୍ଯ୍ୟୋଦୟ ହେବାମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସକାଳେ ସୂର୍ଯ୍ୟୋଦୟ ହେବା ମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।