Judges 9:34 — Compare Translations
5 translations compared side by side
Odia - 1840
"ତେଣୁ ଅବୀମଲକେ ଏବଂ ତା'ର ସୈନ୍ଯମାନେ ରାତ୍ରିରକ୍ସ୍ଟ ଉଠି ନଗରକକ୍ସ୍ଟ ଗଲେ। ସହେି ସୈନ୍ଯମାନେ ଗ୍ଭରିଟି ଦଳ ରେ ଭାଗ ହେଲ ଏବଂ ସମାନେେ ଶିଖିମ ନଗର ନିକଟରେ ଲକ୍ସ୍ଟଚି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅବୀମେଲକ୍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ପ୍ରତିକୂଳରେ ଛକି ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବୀମେଲକ୍ ଏବଂ ତା’ର ସୈନ୍ୟମାନେ ରାତ୍ରିରେ ଉଠି ନଗରକୁ ଗଲେ। ସେହି ସୈନ୍ୟମାନେ ଗ୍ଭରିଟି ଦଳରେ ଭାଗ ହେଲେ ଏବଂ ସେମାନେ ଶିଖିମ ନଗର ନିକଟରେ ଲୁଚି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅବୀମେଲକ୍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅବୀମେଲକ୍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ।