Judges 9:35 — Compare Translations
5 translations compared side by side
Odia - 1840
"ଏବଦର ପକ୍ସ୍ଟତ୍ର ଗାଲ୍ ବାହା ରେ ୟାଇ ନଗର ପ୍ରବେଶ ଦ୍ବାର ରେ ଛିଡା ହେଲା ଓ ଅବୀମଲକେ ଓ ତା'ର ଲୋକମାନେ ଲକ୍ସ୍ଟଚିଥିବା ସ୍ଥାନରକ୍ସ୍ଟ ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ଦ୍ଵାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ପ୍ରବେଶ ଦ୍ୱାରରେ ଛିଡ଼ା ହେଲା ଓ ଅବୀମେଲକ୍ ଓ ତା’ର ଲୋକମାନେ ଲୁଚିଥିବା ସ୍ଥାନରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।