Judges 9:36 — Compare Translations

5 translations compared side by side

Odia - 1840
"ଗାଲ୍ ୈସନ୍ଯମାନଙ୍କୁ ଦେଖିଲା। ଗାଲ୍ ସବୂଲକକ୍ସ୍ଟ କହିଲେ, ପର୍ବତରକ୍ସ୍ଟ ଓହ୍ଲାଇ ଆସକ୍ସ୍ଟଥିବା ୈସନ୍ଯମାନଙ୍କୁ ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗାଲ୍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍‍କୁ କହିଲା, ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି । ତହିଁରେ ସବୂଲ୍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଛି ।
Odia Bible ERV 2004 (ପବିତ୍ର ବାଇବଲ)
ଗାଲ୍ ସୈନ୍ୟମାନଙ୍କୁ ଦେଖିଲା। ଗାଲ୍ ସବୂଲକୁ କହିଲେ, “ପର୍ବତରୁ ଓହ୍ଲାଇ ଆସୁଥିବା ସୈନ୍ୟମାନଙ୍କୁ ଦେଖ।” କିନ୍ତୁ ସବୂଲ ତାଙ୍କୁ କହିଲା, “ପର୍ବତର ଛାଇ ତୁମ୍ଭକୁ ଲୋକମାନଙ୍କ ପରି ଦେଖାଯାଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗାଲ୍‍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍‍କୁ କହିଲା, “ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି। ତହିଁରେ ସବୂଲ୍‍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଆଉ ଗାଲ୍‍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍‍କୁ କହିଲା, ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି। ତହିଁରେ ସବୂଲ୍‍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଛି।