Judges 9:37 — Compare Translations
5 translations compared side by side
Odia - 1840
"କିନ୍ତୁ ଗାଲ୍ ପକ୍ସ୍ଟଣି କହିଲା, ଦେଖ କେତକେ ଲୋକ ନାଭଲେ ଭୂମିରକ୍ସ୍ଟ ଓହ୍ଲାଇ ଆସକ୍ସ୍ଟଛନ୍ତି। ଆଉ ଏକ ଦଳ ମିଓନିର୍ନମ ଆଲୋନ୍ ବୃକ୍ଷର ପଥଦଇେ ଆସକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଗାଲ୍ ପୁନର୍ବାର କହିଲା, ଦେଖ, ଲୋକମାନେ ଦେଶ ମଧ୍ୟ ଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗାଲ୍ ପୁଣି କହିଲା, “ଦେଖ କେତେକ ଲୋକ ନାଭେଲ ଭୂମିରୁ ଓହ୍ଲାଇ ଆସୁଛନ୍ତି। ଆଉ ଏକ ଦଳ ମିଓନିର୍ନମ ଅଲୋନବୃକ୍ଷର ପଥଦେଇ ଆସୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଗାଲ୍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଗାଲ୍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟ ଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ୍ ବୃକ୍ଷର ପଥ ଦେଇ ଆସୁଅଛନ୍ତି।”