Judges 9:38 — Compare Translations
5 translations compared side by side
Odia - 1840
"ତେଣୁ ସବୂଲ ତାଙ୍କୁ କହିଲା, ତୁମ୍ଭେ ଏବେ କାହିଁକି ଦର୍ପ କରୁନାହଁ? ତୁମ୍ଭେ କହିଥିଲ, 'ଅବୀମଲକେ କିଏ ଆମ୍ଭେ ଯେ ନିଶ୍ଚିତ ତାହାର ଆମେ ସବୋ କରିବକ୍ସ୍ଟ? ତୁମ୍ଭେ କଣ ଏହି ୈସନ୍ଯମାନଙ୍କୁ ପରିହାସ କରି ନଥିଲ? ବର୍ତ୍ତମାନ ୟାଅ ଓ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସବୂଲ୍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, ଅବୀମେଲକ୍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ? ଭଲା, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କଲଟି?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସବୂଲ ତାଙ୍କୁ କହିଲା, “ତୁମ୍ଭେ ଏବେ କାହିଁକି ଦର୍ପ କରୁ ନାହଁ? ତୁମ୍ଭେ କହିଥିଲ, ‘ଅବୀମେଲକ୍ କିଏ ଯେ ଆମ୍ଭେ ନିଶ୍ଚିତ ତାହାର ସେବା କରିବୁ? ତୁମ୍ଭେ କ’ଣ ଏହି ସୈନ୍ୟମାନଙ୍କୁ ପରିହାସ କରି ନ ଥିଲ? ବର୍ତ୍ତମାନ ଯାଅ ଓ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସବୂଲ୍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର?”
Odia IRV 2017 (ଓଡିଆ ବାଇବେଲ)