Judges 9:39 — Compare Translations
5 translations compared side by side
Odia - 1840
"ତେଣୁ ଗାଲ୍ ଶିଖିମର ନତେୃବର୍ଗଙ୍କକ୍ସ୍ଟ ନତେୃତ୍ବ କରି ବାହାର ହାଇେ ଅବୀମଲେକ୍ ସହିତ ୟକ୍ସ୍ଟଦ୍ଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଗାଲ୍ ଶିଖିମ ନିବାସୀ ଲୋକଗଣ ସମ୍ମୁଖରେ ବାହାର ହୋଇ ଅବୀମେଲକ୍ ସଙ୍ଗରେ ଯୁଦ୍ଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗାଲ୍ ଶିଖିମର ନେତୃବର୍ଗଙ୍କୁ ନେତୃତ୍ୱ କରି ବାହାର ହୋଇ ଅବୀମେଲକ୍ ସହିତ ଯୁଦ୍ଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଗାଲ୍ ଶିଖିମ ନିବାସୀ ଲୋକଗଣ ସମ୍ମୁଖରେ ବାହାର ହୋଇ ଅବୀମେଲକ୍ ସଙ୍ଗରେ ଯୁଦ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଗାଲ୍ ଶିଖିମ ନିବାସୀ ଲୋକଗଣ ସମ୍ମୁଖରେ ବାହାର ହୋଇ ଅବୀମେଲକ୍ ସଙ୍ଗରେ ଯୁଦ୍ଧ କଲା।
Recommended Reading