Judges 9:4 — Compare Translations
5 translations compared side by side
Odia - 1840
"ତେଣୁ ପ୍ରାଚୀନମାନେ ତାକକ୍ସ୍ଟ ବାଲ୍ବରୀତର ମନ୍ଦିରରକ୍ସ୍ଟ ସତକ୍ସ୍ଟରି ଖଣ୍ତ ରୂପା ନଲୋ। ସହେି ରୂପାଖଣ୍ତ ରେ ଅବୀମଲକେ କେତକେ ଅଦରମାରୀ ଓ ଲୋକମାନଙ୍କୁ ରଖିଲା। ଯେଉଁଆଡେ ସେ ଗଲା ସମାନେେ ତାକକ୍ସ୍ଟ ଅନକ୍ସ୍ଟସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାକୁ ବାଲ୍-ବରୀତର ମନ୍ଦିରରୁ ସତୁରି ଖଣ୍ତ ରୂପା ଦେଲେ, ତହିଁରେ ଅବୀମେଲକ୍ ବର୍ତ୍ତନ ଦେଇ ଅଗାଡ଼ି ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍ଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରାଚୀନମାନେ ତାକୁ ବାଲ୍ବରୀତର ମନ୍ଦିରରୁ ସତୁରି ଖଣ୍ତ ରୂପା ଦେଲେ। ସେହି ରୂପାଖଣ୍ଡରେ ଅବୀମେଲକ୍ କେତେକ ଅଦରକାରୀ ଓ ଲୋକମାନଙ୍କୁ ରଖିଲା। ଯେଉଁଆଡ଼େ ସେ ଗଲା ସେମାନେ ତାକୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ତାହାକୁ ବାଲ୍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍ଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ତାହାକୁ ବାଲ୍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍ଗାମୀ ହେଲେ।