Judges 9:40 — Compare Translations
5 translations compared side by side
Odia - 1840
"ଅବୀମଲେକ୍ ତାଙ୍କ ପେଛ ପେଛ ଗୋଡ଼ାଇ କରିଗଲେ ଏବଂ ଏହିପରି ଭାବରେ ପ୍ରବେଶ ଫାଟକରେ ପହଞ୍ଚିବା ପର୍ୟ୍ଯନ୍ତ ଗାଲର ଅଧିକାଂଶ ଲୋକମାନେ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବୀମେଲକ୍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ଵାର-ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକ୍ ତାଙ୍କ ପଛେ ପଛେ ଗୋଡ଼ାଇଲେ ଏବଂ ଏହିପରି ଭାବରେ ପ୍ରବେଶ ଫାଟକରେ ପହଞ୍ଚିବା ପର୍ଯ୍ୟନ୍ତ ଗାଲର ଅଧିକାଂଶ ଲୋକମାନେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବୀମେଲକ୍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବୀମେଲକ୍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ୱାର-ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ।