Judges 9:41 — Compare Translations
5 translations compared side by side
Odia - 1840
"ଏହାପରେ ଅବୀମଲେକ୍ ଅରକ୍ସ୍ଟମା ରେ ରହିଲେ। ତା'ପରେ ସବୂଲ୍ ଗାଲ୍କକ୍ସ୍ଟ ଓ ତା'ର ଭାତୃଗଣକକ୍ସ୍ଟ ତଡି ଦଲୋ। ସେ ସମାନଙ୍କେୁ ଶିଖିମ ରେ ବାସ କରିବାକୁ ଅନକ୍ସ୍ଟମତି ଦଲୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବୀମେଲକ୍ ଅରୁମାରେ ରହିଲେ। ତା’ପରେ ସବୂଲ୍ ଗାଲ୍କୁ ଓ ତା’ର ଭାତୃଗଣକୁ ତଡ଼ି ଦେଲା। ସେ ସେମାନଙ୍କୁ ଶିଖିମରେ ବାସ କରିବାକୁ ଅନୁମତି ଦେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।