Judges 9:42 — Compare Translations

5 translations compared side by side

Odia - 1840
"ପରଦିନ ଲୋକମାନେ ବାହାର ହାଇେ କ୍ଷେତ୍ରକକ୍ସ୍ଟ ୟିବା ବେଳେ କହେି ଜଣେ ଅବୀମଲକେକକ୍ସ୍ଟ ଖବର ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାʼନ୍ତେ, କେହି ଜଣେ ଅବୀମେଲକ୍କୁ ସମ୍ଵାଦ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯିବା ବେଳେ କେହି ଜଣେ ଅବୀମେଲକକୁ ଖବର ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।