Judges 9:43 — Compare Translations
5 translations compared side by side
Odia - 1840
"ତେଣୁ ସେ ତାଙ୍କର ୈସନ୍ଯମାନଙ୍କୁ ନଇେ ସମାନଙ୍କେୁ ତିନି ଦଳ ରେ ବିଭକ୍ତ କଲେ। ସମାନେେ କ୍ଷତେ ରେ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲେ ଏବଂ ଯେତବେେଳେ ସମାନେେ ଲୋକମାନଙ୍କୁ ସହରରକ୍ସ୍ଟ ବାହାରି ଆସକ୍ସ୍ଟଥିବାର ଦେଖିଲେ, ସମାନଙ୍କେୁ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ତାଙ୍କର ସୈନ୍ୟମାନଙ୍କୁ ନେଇ ସେମାନଙ୍କୁ ତିନି ଦଳରେ ବିଭକ୍ତ କଲେ। ସେମାନେ କ୍ଷେତରେ ନିଜକୁ ଲୁଗ୍ଭଇ ରଖିଲେ ଏବଂ ଯେତେବେଳେ ସେମାନେ ଲୋକମାନଙ୍କୁ ସହରରୁ ବାହାରି ଆସୁଥିବାର ଦେଖିଲେ, ସେମାନଙ୍କୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।