Judges 9:44 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଅବୀମଲେକ୍ ତା'ର ଦଳ ପ୍ରବେଶ ଫାଟକ ସମ୍ମକ୍ସ୍ଟଖ ରେ ଛିଡା ହେଲେ। ଏବଂ ଅନ୍ୟ ଦକ୍ସ୍ଟଇଦଳ ବାହାରକକ୍ସ୍ଟ ଦୌଡିଲେ ଏବଂ କ୍ଷତେ ରେ ଥିବା ସମସ୍ତ ଲୋକଙ୍କକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବୀମେଲକ୍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ଵାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅବୀମେଲକ୍ ତା’ର ଦଳ ପ୍ରବେଶ ଫାଟକ ସମ୍ମୁଖରେ ଛିଡ଼ା ହେଲେ। ଏବଂ ଅନ୍ୟ ଦୁଇଦଳ ବାହାରକୁ ଦୌଡ଼ିଲେ ଏବଂ କ୍ଷେତରେ ଥିବା ସମସ୍ତ ଲୋକଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।