Judges 9:45 — Compare Translations

5 translations compared side by side

Odia - 1840
"ଅବୀମଲେକ୍ ସହେିଦିନ ୟାକ ନଗର ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଓ ନଗର ହସ୍ତଗତ କରି ନଗର ରେ ବସବାସ କରୁଥିବା ଲୋକମାନଙ୍କୁ ହତ୍ଯା କଲେ। ପକ୍ସ୍ଟଣି ସେ ନଗରକକ୍ସ୍ଟ ସମଭୂମି କରି ତହିଁ ଉପରେ ଲବଣ ଗ୍ଭଷ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବୀମେଲକ୍ ସେହି ଦିନଯାକ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକ୍ ସେହି ଦିନ ଯାକ ନଗର ବିରୁଦ୍ଧରେ ଯୁଦ୍ଧ କଲେ ଓ ନଗର ହସ୍ତଗତ କରି ନଗରରେ ବସବାସ କରୁଥିବା ଲୋକମାନଙ୍କୁ ହତ୍ୟା କଲେ। ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ଗ୍ଭଷ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।