Judges 9:46 — Compare Translations
5 translations compared side by side
Odia - 1840
"ଶିଖିମର ଅଟ୍ଟାଳିକାର ମାଲିକମାନେ ଏବିଷଯ ରେ ଶୁଣିଲେ। ସମାନେେ ଏଲ୍ବରୀତ୍ ମନ୍ଦିରର ସବୁଠାରକ୍ସ୍ଟ ନିରାପଦ ସ୍ଥାନ ରେ ଏହା ଜାଣିବାକକ୍ସ୍ଟ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶିଖିମ ଗଡ଼ସ୍ଥିତ ଲୋକଗଣ ଏକଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିଖିମର ଅଟ୍ଟାଳିକାର ମାଲିକମାନେ ଏବିଷୟରେ ଶୁଣିଲେ। ସେମାନେ ଏଲ୍ବରୀତ୍ ମନ୍ଦିରର ସବୁଠାରୁ ନିରାପଦ ସ୍ଥାନରେ ଏହା ଜାଣିବାକୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏକଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।