Judges 9:47 — Compare Translations

5 translations compared side by side

Odia - 1840
"ଅବୀମଲକେ ଜାଣିବାକକ୍ସ୍ଟ ପାଇଲା ଯେ, ଶିଖିମର ସମସ୍ତ ମାଲିକମାନେ ଏକତ୍ରୀତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏକଥା ଅବୀମେଲକ୍ର କର୍ଣ୍ଣଗୋଚର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକ୍ ଜାଣିବାକୁ ପାଇଲା ଯେ, ଶିଖିମର ସମସ୍ତ ମାଲିକମାନେ ଏକତ୍ରିତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏ କଥା ଅବୀମେଲକ୍‍ର କର୍ଣ୍ଣଗୋଚର ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏକଥା ଅବୀମେଲକ୍‍ର କର୍ଣ୍ଣଗୋଚର ହେଲା।