Judges 9:48 — Compare Translations
5 translations compared side by side
Odia - 1840
"ଏହାପରେ ଅବୀମଲେକ୍ ଓ ତାଙ୍କର ସମସ୍ତ ଲୋକମାନେ ସଲ୍ମୋନ୍ ପର୍ବତକକ୍ସ୍ଟ ଚଢି଼ଲେ। ଅବୀମଲେକ୍ କକ୍ସ୍ଟରାଢି ନଇେ ବୃକ୍ଷରକ୍ସ୍ଟ କେତକେ ଡାଳ ହାଣିଲେ। ସେ ସଗେକ୍ସ୍ଟଡିକ ଉଠାଇଲେ ଏବଂ ସଗେକ୍ସ୍ଟଡିକ ନିଜ କାନ୍ଧ ରେ ରଖିଲେ ଏବଂ ନିଜର ସଙ୍ଗୀ ଲୋକମାନଙ୍କୁ କହିଲେ, ଯଥାଶିଘ୍ର, ମୁ ଯାହା କଲି ତୁମ୍ଭେ ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ତିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କରନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବୀମେଲକ୍ ଓ ତାଙ୍କର ସମସ୍ତ ଲୋକମାନେ ସଲ୍ମୋନ୍ ପର୍ବତକୁ ଚଢ଼ିଲେ। ଅବୀମେଲକ୍ କୁହ୍ରାଡ଼ି ନେଇ ବୃକ୍ଷରୁ କେତେକ ଡାଳ ହାଣିଲେ। ସେ ସେଗୁଡ଼ିକ ଉଠାଇଲେ ଏବଂ ସେଗୁଡ଼ିକ ନିଜ କାନ୍ଧରେ ରଖିଲେ ଏବଂ ନିଜର ସଙ୍ଗୀ ଲୋକମାନଙ୍କୁ କହିଲେ, “ଯଥାଶୀଘ୍ର, ମୁଁ ଯାହା କଲି ତୁମ୍ଭେ ତାହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, “ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର;”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର;