Judges 9:49 — Compare Translations
5 translations compared side by side
Odia - 1840
"ତେଣୁ ସମସ୍ତ ଲୋକମାନେ ଅବୀମଲକେକକ୍ସ୍ଟ ଅନକ୍ସ୍ଟସରଣ କଲେ ଓ ଏଲବରେିଥର ମନ୍ଦିର ସକ୍ସ୍ଟରକ୍ଷା କଠାେରୀ ସମ୍ମକ୍ସ୍ଟଖ ରେ ଶାଖାଗକ୍ସ୍ଟଡିକ ଗଦା କଲେ। ତା'ପରେ ସମାନେେ ଏହାକକ୍ସ୍ଟ ଅଗ୍ନି ସଂୟୋଗ କଲେ। ଏହି ପ୍ରକା ରେ ଶିଖିମର ସମସ୍ତ ମାଲିକମାନେ ମୃତକ୍ସ୍ଟ୍ଯବରଣ କଲେ। ସଠାେରେ ପାଖାପାଖି 1,000 ପୁରୁଷ ଓ ସ୍ତ୍ରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ଲୋକମାନେ ଅବୀମେଲକକୁ ଅନୁସରଣ କଲେ ଓ ଏଲବେରିଥର ମନ୍ଦିର ସୁରକ୍ଷା କୋଠରୀ ସମ୍ମୁଖରେ ଶାଖାଗୁଡ଼ିକ ଗଦା କଲେ। ତା’ପରେ ସେମାନେ ଏହାକୁ ଅଗ୍ନି ସଂଯୋଗ କଲେ। ଏହି ପ୍ରକାରେ ଶିଖିମର ସମସ୍ତ ମାଲିକମାନେ ମୃତ୍ୟୁବରଣ କଲେ। ସେଠାରେ ପାଖାପାଖି 1000 ପୁରୁଷ ଓ ସ୍ତ୍ରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।