Judges 9:5 — Compare Translations

5 translations compared side by side

Odia - 1840
"ଅବୀମଲକେ ନିଜର ପିତୃଗୃହ ଆଫ୍ରାକକ୍ସ୍ଟ ଗଲା। ସେ ତା'ର ସତକ୍ସ୍ଟରି ଜଣ ଭାଇମାନଙ୍କୁ ସଠାେରେ ଗୋଟିଏ ପଥର ରେ ହତ୍ଯା କଲା। କିନ୍ତୁ ୟିରକ୍ସ୍ଟଦ୍ଦାଲ୍ର କନିଷ୍ଠ ପକ୍ସ୍ଟତ୍ର ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକ୍ ନିଜର ପିତୃଗୃହ ଅଫ୍ରାକୁ ଗଲା। ସେ ତା’ର ସତୁରି ଜଣ ଭାଇମାନଙ୍କୁ ସେଠାରେ ଗୋଟିଏ ପଥରରେ ହତ୍ୟା କଲା। କିନ୍ତୁ ଯିରୁବ୍ବା‌ଲ୍‌ର କନିଷ୍ଠ ପୁତ୍ର ନିଜକୁ ଲୁଗ୍ଭଇ ରଖିଲା। ତା’ର ନାମ ଯୋଥମ୍ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍‍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍‍ର କନିଷ୍ଠ ପୁତ୍ର ଯୋଥମ୍‍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍‍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍‍ର କନିଷ୍ଠ ପୁତ୍ର ଯୋଥମ୍‍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।