Judges 9:50 — Compare Translations
5 translations compared side by side
Odia - 1840
"ଏହାପରେ ଅବୀମଲେକ୍ ତବସେ ସହରକକ୍ସ୍ଟ ଗଲେ, ସଠାେରେ ଛାଇଣୀ ସ୍ଥାପନ କଲେ ଓ ତାକକ୍ସ୍ଟ ଅକ୍ତିଆର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବୀମେଲକ୍ ତେବସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀମେଲକର ମୃତ୍ୟୁ ଏହା ପରେ ଅବୀମେଲକ୍ ତେବସ ସହରକୁ ଗଲେ, ସେଠାରେ ଛାଉଣି ସ୍ଥାପନ କଲେ ଓ ତାକୁ ଅକ୍ତିଆର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବୀମେଲକ୍ ତେବେସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବୀମେଲକ୍ ତେବେସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା।