Judges 9:51 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ନଗର ମଧିଅରେ ଏକ ଦୃଢ ଗଡ ଥିଲା। ତେଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗର ଲୋକମାନେ ଉଚ୍ଚ ପ୍ରାସାଦକକ୍ସ୍ଟ ପଳାଇ ତା ଭିତ ରେ ନିଜକକ୍ସ୍ଟ ରକ୍ସ୍ଟଦ୍ଧକରି ଗଡର ଛାତ ଉପରକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ନଗର ମଧ୍ୟରେ ଏକ ଦୃଢ଼ ଗଡ଼ ଥିଲା। ତେଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ଉଚ୍ଚ ପ୍ରାସାଦକୁ ପଳାଇ ତା’ ଭିତରେ ନିଜକୁ ରୁଦ୍ଧକରି ଗଡ଼ର ଛାତ ଉପରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ।