Judges 9:52 — Compare Translations

5 translations compared side by side

Odia - 1840
"ତେଣୁ ଅବୀମଲେକ୍ ସହେି ଗଡ ରେ ପହଞ୍ଚି ତା ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଏବଂ ତାକକ୍ସ୍ଟ ଅଗ୍ନି ରେ ଦଗ୍ଧ କରିବା ପାଇଁ ସେ ଗଡର ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ଵାରର ଅତି ନିକଟକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବୀମେଲକ୍ ସେହି ଗଡ଼ରେ ପହଞ୍ଚି ତା’ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତାକୁ ଅଗ୍ନିରେ ଦ‌ଗ୍‌ଧ କରିବା ପାଇଁ ସେ ଗଡ଼ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବୀମେଲକ୍‍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବୀମେଲକ୍‍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍‌ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।