Judges 9:53 — Compare Translations

5 translations compared side by side

Odia - 1840
"ସେଥିରକ୍ସ୍ଟ ଜଣେ ସ୍ତ୍ରୀ ଚକିର ଉପର ପଟ ଅବୀମଲକଙ୍କେ ମକ୍ସ୍ଟଣ୍ତ ଉପରକକ୍ସ୍ଟ ପକାଇ ତାଙ୍କର ଖପକ୍ସ୍ଟରି ଭାଙ୍ଗି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଜଣେ ସ୍ତ୍ରୀ ଚକିର ଉପର ପଟ ଅବିମେଲକ୍ର ମୁଣ୍ତ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରୁ ଜଣେ ସ୍ତ୍ରୀ ଚକିର ଉପର ପଟ ଅବୀମେଲକଙ୍କ ମୁଣ୍ଡ ଉପରକୁ ପକାଇ ତାଙ୍କର ଖପୁରି ଭାଙ୍ଗି ପକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଜଣେ ସ୍ତ୍ରୀ ଚକିର ଉପର-ପଟ ଅବୀମେଲକ୍‍ର ମୁଣ୍ଡ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଜଣେ ସ୍ତ୍ରୀ ଚକିର ଉପର ପଟ ଅବୀମେଲକ୍‍ର ମୁଣ୍ଡ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା।