Judges 9:54 — Compare Translations
5 translations compared side by side
Odia - 1840
"ତେଣୁ ସେ ତାଙ୍କର ଅସ୍ତ୍ରବାହକ ୟକ୍ସ୍ଟବକକକ୍ସ୍ଟ ଡାକି କହିଲା, ସଙ୍ଗେ ସଙ୍ଗେ ତୁମ୍ଭର ଖଡ୍ଗ ବାହାର କରି ମାେତେ ହତ୍ଯା କର। ଯେଉଁଥିପାଇଁ କହେି କହିବେ ନାହିଁ, 'ଜଣେ ସ୍ତ୍ରୀ ଅବୀମଲକେକକ୍ସ୍ଟ ହତ୍ଯା କଲା।' ତେଣୁ ତା'ର ଗ୍ଭକର ତାଙ୍କୁ ଭକ୍ସ୍ଟଷି ଦିଅନ୍ତେ, ମଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, ତୁମ୍ଭ ଖଡ଼୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ଜଣେ ସ୍ତ୍ରୀ ତାହାକୁ ବଧ କଲା । ତହିଁରେ ତାହାର ଯୁବାଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ତାଙ୍କର ଅସ୍ତ୍ରବାହକ ଯୁବକକୁ ଡାକି କହିଲା, “ସଙ୍ଗେ ସଙ୍ଗେ ତୁମ୍ଭର ଖଡ଼୍ଗ ବାହାର କରି ମୋତେ ହତ୍ୟା କର। ଯେଉଁଥିପାଇଁ କେହି କହିବେ ନାହିଁ, ‘ଜଣେ ସ୍ତ୍ରୀ ଅବୀମେଲକକୁ ହତ୍ୟା କଲା।’” ତେଣୁ ତା’ର ଗ୍ଭକର ତାଙ୍କୁ ଭୁଷି ଦିଅନ୍ତେ, ମଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ଜଣେ ସ୍ତ୍ରୀ ତାହାକୁ ବଧ କଲା। ତହିଁରେ ତାହାର ଯୁବାଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।