Judges 9:55 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଅବୀମଲକରେ ମରଣ ଦେଖି ନିଜ ନିଜ ସ୍ଥାନକକ୍ସ୍ଟ ଗ୍ଭଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ଲୋକମାନେ ଅବୀମେଲକ୍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଅବୀମେଲକର ମରଣ ଦେଖି ନିଜ ନିଜ ସ୍ଥାନକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍‍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍‍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।