Judges 9:57 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବର ଶିଖିମ ନିବାସୀମାନଙ୍କର ସମସ୍ତ ପାପପୂର୍ଣ୍ଣ କାର୍ୟ୍ଯ ଯୋଗୁ ଯଥାର୍ଥ ଦଣ୍ତ ଦେଲେ ଏବଂ ୟିରକ୍ସ୍ଟବାଦ୍ଦଲର ପକ୍ସ୍ଟତ୍ର ଯୋଥମ ଦଇେଥିବା ଅଭିଶାପ ସମାନଙ୍କେ ଉପରେ ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲଙ୍କ ପୁତ୍ର ଯୋଥାମର ଶାପ ସେମାନଙ୍କ ଉପରେ ଫଳିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଶିଖିମ ନିବାସୀମାନଙ୍କର ସମସ୍ତ ପାପପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ଯଥାର୍ଥ ଦଣ୍ତ ଦେଲେ ଏବଂ ଯିରୁବ୍ବାଲ୍ର ପୁତ୍ର ଯୋଥମ୍ ଦେଇଥିବା ଅଭିଶାପ ସେମାନଙ୍କ ଉପରେ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍ଙ୍କ ପୁତ୍ର ଯୋଥମ୍ର ଅଭିଶାପ ସେମାନଙ୍କ ଉପରେ ଫଳିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍ଙ୍କ ପୁତ୍ର ଯୋଥମ୍ର ଅଭିଶାପ ସେମାନଙ୍କ ଉପରେ ଫଳିଲା।